Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 28:18 - ଓଡିଆ ବାଇବେଲ

18 ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

18 ପ୍ରଥମ ଦିନରେ ଏକ ପବିତ୍ର ସଭା ହେବା ଉଚିତ୍। ସେଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବା ଉଚିତ୍ ନୁହଁ।

Gade chapit la Kopi




ଗଣନା ପୁସ୍ତକ 28:18
4 Referans Kwoze  

ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ।


ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ଆହୁରି ପ୍ରଥମ-ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ-ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


Swiv nou:

Piblisite


Piblisite