Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:14 - ଓଡିଆ ବାଇବେଲ

14 ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ

Gade chapit la Kopi

ପବିତ୍ର ବାଇବଲ

14 ଶସ୍ୟ ନୈବେଦ୍ୟ ରୂପେ ପ୍ରତି ଷଣ୍ଢ ପାଇଁ ଦେଢ଼ ହିନ, ପ୍ରତି ଅଣ୍ତିରା ମେଷ ପାଇଁ ଏକ ହିନ,

Gade chapit la Kopi




ଗଣନା ପୁସ୍ତକ 29:14
3 Referans Kwoze  

ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ ନେବ।


ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।


ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା;


Swiv nou:

Piblisite


Piblisite