Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:2 - ଓଡିଆ ବାଇବେଲ

2 ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ;

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାରରୂପେ ଏକ ଅଣ୍ତିରା ମେଷ ଓ ସାତୋଟି ଏକବର୍ଷୀୟ ମେଷଶାବକ ହୋମବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 29:2
9 Referans Kwoze  

ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ,


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;


ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକବର୍ଷୀୟ ସାତ ମେଷବତ୍ସ;


ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;


ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।


ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ


ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।


ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।


Swiv nou:

Piblisite


Piblisite