Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:25 - ଓଡିଆ ବାଇବେଲ

25 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ

25 ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବା ଉଚିତ୍। ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମବଳି ଓ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ଏହିସବୁ ଉତ୍ସର୍ଗ କରିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 29:25
13 Referans Kwoze  

ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ ।


ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍‍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ ।


କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ ।


କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଲାନ୍ତ ହୁଅ ନାହିଁ ।


ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା ।


କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ ।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ୱରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ ।


ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,


ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।


ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।


ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,


ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,


Swiv nou:

Piblisite


Piblisite