ଗଣନା ପୁସ୍ତକ 29:7 - ଓଡିଆ ବାଇବେଲ7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; Gade chapit laପବିତ୍ର ବାଇବଲ7 “ପୁଣି ସପ୍ତମ ମାସର ଦଶମ ଦିନରେ, ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବା ଉଚିତ୍। ସେ ଦିନରେ ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ ନମ୍ର କରିବା ଉଚିତ୍ ଏବଂ ସେହି ଦିନ କୌଣସି ପ୍ରକାର କାର୍ଯ୍ୟ କରିବା ଉଚିତ୍ ନୁହଁ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।