Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:22 - ଓଡିଆ ବାଇବେଲ

22 ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚଶହ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକସଂଖ୍ୟା ସାତ ହଜାର ପାଞ୍ଚଶହ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚ ଶହ ହେଲା।

Gade chapit la Kopi

ପବିତ୍ର ବାଇବଲ

22 ଏମାନଙ୍କ ମଧ୍ୟରେ ଓ ଏକ ମାସରୁ ଅଧିକ ବୟସ୍କ ବାଳକ ଗଣନା ଅନୁସାରେ 7,500 ହେଲେ।

Gade chapit la Kopi




ଗଣନା ପୁସ୍ତକ 3:22
3 Referans Kwoze  

ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।


ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ।


Swiv nou:

Piblisite


Piblisite