Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:29 - ଓଡିଆ ବାଇବେଲ

29 କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।

Gade chapit la Kopi

ପବିତ୍ର ବାଇବଲ

29 କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ପବିତ୍ର ତମ୍ବୁ ନିକଟରେ ଛାଉଣି ସ୍ଥାପନ କରିବେ।

Gade chapit la Kopi




ଗଣନା ପୁସ୍ତକ 3:29
5 Referans Kwoze  

ମାତ୍ର ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।


ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ।


ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍‍-ସନ୍ତାନଗଣର ଅଧିପତି ହେବ;


ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।


ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍‍ କହାତୀୟ ବଂଶର ଅଧିପତି ହେବ।


Swiv nou:

Piblisite


Piblisite