Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:30 - ଓଡିଆ ବାଇବେଲ

30 ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍‍ କହାତୀୟ ବଂଶର ଅଧିପତି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଆଉ ଉଷୀୟେଲର ପୁତ୍ର ଇଲୀଷାଫନ୍ କହାତୀୟ ବଂଶର ଅଧିପତି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍‍ କହାତୀୟ ବଂଶର ଅଧିପତି ହେବ।

Gade chapit la Kopi

ପବିତ୍ର ବାଇବଲ

30 ଇଲୀଷାଫନ୍ ଉଷୀୟେଲର ପୁତ୍ର କହାତୀୟ ପରିବାରବର୍ଗର ଅଧିପତି ହେବ।

Gade chapit la Kopi




ଗଣନା ପୁସ୍ତକ 3:30
7 Referans Kwoze  

ପୁଣି, ଉଷୀୟେଲର ସନ୍ତାନ ମୀଶାୟେଲ ଓ ଇଲୀଷାଫନ୍‍ ଓ ସିଥ୍ରି।


ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।


କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।


ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।


ଏଥିଉତ୍ତାରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଶାୟେଲକୁ ଓ ଇଲୀଷାଫନକୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ।”


ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ।


ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


Swiv nou:

Piblisite


Piblisite