Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:31 - ଓଡିଆ ବାଇବେଲ

31 ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ସିନ୍ଦୁକ ଓ ମେଜ ଓ ଦୀପବୃକ୍ଷ ଓ ଯଜ୍ଞବେଦି ଓ ପବିତ୍ର ସ୍ଥାନର ସେବା ସମ୍ଵନ୍ଧୀୟ ସକଳ ପାତ୍ର ଓ ପରଦା ଓ ତତ୍ସମ୍ଵନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍‍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।

Gade chapit la Kopi

ପବିତ୍ର ବାଇବଲ

31 ପବିତ୍ର ସିନ୍ଦୂକ, ମେଜ, ଦୀପରୁଖା, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳପାତ୍ର, ଏବଂ ପରଦା ସେମାନଙ୍କର ଦାୟିତ୍ୱରେ ରହିବ।

Gade chapit la Kopi




ଗଣନା ପୁସ୍ତକ 3:31
15 Referans Kwoze  

ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।


ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍‍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ


କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ ।


ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍‍ କହାତୀୟ ବଂଶର ଅଧିପତି ହେବ।


ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ।


ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବା କର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।


Swiv nou:

Piblisite


Piblisite