ଗଣନା ପୁସ୍ତକ 3:8 - ଓଡିଆ ବାଇବେଲ8 ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ। Gade chapit laପବିତ୍ର ବାଇବଲ8 ପୁଣି ସେମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବା ସମୟରେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟର ରକ୍ଷା କରିବେ ଓ ଇସ୍ରାଏଲ ଲୋକମାନଙ୍କର ସେବା କରିବେ। Gade chapit la |