Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 30:6 - ଓଡିଆ ବାଇବେଲ

6 ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ଯେବେ ସେ ଆପଣା ମାନତର ଅବା ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ଵାମୀକି ବିବାହ କରେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;

Gade chapit la Kopi

ପବିତ୍ର ବାଇବଲ

6 “ସେ ଶପଥ କିମ୍ବା ଅସାଧାରଣ ପ୍ରତିଜ୍ଞା କଲାପରେ ସେ ହୁଏତ କାହାକୁ ବିବାହ କରିପାରେ।

Gade chapit la Kopi




ଗଣନା ପୁସ୍ତକ 30:6
6 Referans Kwoze  

ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।


ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।


ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।


ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।


ପୁଣି, ସେ ଏକ ମାନତ ମନାଶି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୁ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।


ପୁଣି, ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲୁ ?”


Swiv nou:

Piblisite


Piblisite