Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 30:8 - ଓଡିଆ ବାଇବେଲ

8 ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ତାହାର ସ୍ଵାମୀ ତାହା ଶୁଣିବା ଦିନ ଯେବେ ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।

Gade chapit la Kopi

ପବିତ୍ର ବାଇବଲ

8 ମାତ୍ର ଯଦି ତା'ର ସ୍ୱାମୀ ଏ ବିଷୟରେ ଶୁଣେ ଓ ତାହାକୁ ତା'ର ପ୍ରତିଜ୍ଞା ତାକୁ ପାଳନ କରିବାକୁ ବାରଣ କରେ, ତେବେ କରାଯାଇଥିବା ପ୍ରତିଜ୍ଞା ବାତିଲ ହୁଏ ଓ ସଦାପ୍ରଭୁ ଏଥିପାଇଁ ତାକୁ କ୍ଷମା କରନ୍ତି।

Gade chapit la Kopi




ଗଣନା ପୁସ୍ତକ 30:8
10 Referans Kwoze  

ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”


ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାଁନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ ।


ଭାର୍ଯ୍ୟାର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି ।


ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।


ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।


ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।


ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହିସବୁ ତାହା ନିମନ୍ତେ ସ୍ଥିର ହେବ।


ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ। ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।


ପୁଣି, ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲୁ ?”


Swiv nou:

Piblisite


Piblisite