ଗଣନା ପୁସ୍ତକ 32:20 - ଓଡିଆ ବାଇବେଲ20 ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର, Gade chapit laପବିତ୍ର ବାଇବଲ (Re-edited) - (BSI)20 ଏଥିରେ ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେବେ ଏହି କର୍ମ କର, ଯେବେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର, Gade chapit laପବିତ୍ର ବାଇବଲ20 ତେଣୁ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେବେ ଏହିସବୁ କରିବ, ତେବେ ଏହି ଭୂମି ତୁମ୍ଭର ଅଧିକୃତ ହେବ। କିନ୍ତୁ ତୁମ୍ଭର ସୈନ୍ୟମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଆଗେଇ ଯିବେ। Gade chapit la |