ଗଣନା ପୁସ୍ତକ 32:22 - ଓଡିଆ ବାଇବେଲ22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯେବେ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବକ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ। Gade chapit laପବିତ୍ର ବାଇବଲ22 ଯେତେବେଳେ ସେହି ଦେଶ ଅକ୍ତିଆର ହୁଏ, ତା'ହାଲେ ତୁମ୍ଭେମାନେ ଗୃହକୁ ଫେରି ପାରିବ। ତାହାହେଲେ ତୁମ୍ଭେମାନେ ସଦାପ୍ରଭୁ ଓ ଇସ୍ରାଏଲଙ୍କଠାରେ ନିରପରାଧୀ ହେବ। ଆଉ ସେହି ଦେଶକୁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭେମାନେ ଅଧିକାର କରିବ। Gade chapit la |
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବାଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରି ଆସି ତାହା ଅଧିକାର କରିବ।