Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:6 - ଓଡିଆ ବାଇବେଲ

6 ଏଥିରେ ମୋଶା ଗାଦ୍‍ର ସନ୍ତାନଗଣକୁ ଓ ରୁବେନ୍‍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ମୋଶା ଗାଦର ସନ୍ତାନଗଣକୁ ଓ ରୁବେନର ସନ୍ତାନଗଣକୁ କହିଲେ, ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ମୋଶା ଗାଦ୍‍ର ସନ୍ତାନଗଣକୁ ଓ ରୁବେନ୍‍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?

Gade chapit la Kopi

ପବିତ୍ର ବାଇବଲ

6 ମୋଶା, ଗାଦ୍ ଓ ରୁବେ‌ନ୍‌ର ପରିବାରବର୍ଗକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯାଉଛନ୍ତି, ତୁମ୍ଭେମାନେ କ’ଣ ଏଠାରେ ରହିବା ଉଚିତ୍?

Gade chapit la Kopi




ଗଣନା ପୁସ୍ତକ 32:6
6 Referans Kwoze  

ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,


ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ ।


ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋ’ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କ’ଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି ? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏକଥା କରିବି ନାହିଁ।”


ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇ ଯାଅ ନାହିଁ।”


ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ ?


ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷ ପଲ ନିକଟରେ ବଂଶୀନାଦ ଶୁଣିବାକୁ ? ରୁବେନ୍‍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।


Swiv nou:

Piblisite


Piblisite