Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:12 - ଓଡିଆ ବାଇବେଲ

12 ପୁଣି, ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ଦପ୍‍କାରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ

12 ପୁଣି ସେମାନେ ସୀନ୍ ମରୁଭୂମିରୁ ଯାତ୍ରା କଲେ ଓ ‌ଦ‌‌ପ୍‌‌କାରେ ଛାଉଣି ସ୍ଥାପନ କଲେ।

Gade chapit la Kopi




ଗଣନା ପୁସ୍ତକ 33:12
3 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।


ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।


ସେମାନେ ଦପ୍‍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ।


Swiv nou:

Piblisite


Piblisite