Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:39 - ଓଡିଆ ବାଇବେଲ

39 ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।

Gade chapit la Kopi

ପବିତ୍ର ବାଇବଲ

39 ଆଉ ହୋର ପର୍ବତରେ ହାରୋଣ ମୃତ୍ୟୁବରଣ କରିବା ସମୟରେ ସେ 123 ବର୍ଷ ବୟସ୍କ ଥିଲେ।

Gade chapit la Kopi




ଗଣନା ପୁସ୍ତକ 33:39
3 Referans Kwoze  

ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।


ଏଥିଉତ୍ତାରେ କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ।


ଫାରୋଙ୍କ ସଙ୍ଗରେ କଥୋପକଥନ କରିବା ବେଳେ ମୋଶାଙ୍କୁ ଅଶୀ ଓ ହାରୋଣଙ୍କୁ ତେୟାଅଶୀ ବର୍ଷ ବୟସ ହୋଇଥିଲା।


Swiv nou:

Piblisite


Piblisite