Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:41 - ଓଡିଆ ବାଇବେଲ

41 ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍‍ମୋନାରେ ଛାଉଣି ସ୍ଥାପନ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍ମୋନାରେ ଛାଉଣି ସ୍ଥାପନ କଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍‍ମୋନାରେ ଛାଉଣି ସ୍ଥାପନ କଲେ,

Gade chapit la Kopi

ପବିତ୍ର ବାଇବଲ

41 ତା'ପରେ ସେମାନେ ହୋର ପର୍ବତରୁ ଯାତ୍ରା କରି ସ‌ଲ୍‌ମୋନାରେ ଛାଉଣି ସ୍ଥାପନ କଲେ।

Gade chapit la Kopi




ଗଣନା ପୁସ୍ତକ 33:41
3 Referans Kwoze  

ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।


ଏଥିଉତ୍ତାରେ କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ।


ଓ ସେମାନେ ସଲ୍‍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,


Swiv nou:

Piblisite


Piblisite