ଗଣନା ପୁସ୍ତକ 33:53 - ଓଡିଆ ବାଇବେଲ53 ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)53 ପୁଣି ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ। Gade chapit laପବିତ୍ର ବାଇବଲ53 ପୁଣି ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ତୁମ୍ଭମାନଙ୍କୁ ସେହି ଦେଶ ଦେଇଅଛୁ। Gade chapit la |
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।