Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:17 - ଓଡିଆ ବାଇବେଲ

17 “ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 “ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।

Gade chapit la Kopi

ପବିତ୍ର ବାଇବଲ

17 “ଯେଉଁମାନେ ତୁମ୍ଭମାନଙ୍କ ନିମନ୍ତେ ଦେଶ ଭାଗ କରିବେ, ସେମାନେ ହେଉଛନ୍ତି ଯାଜକ ଇଲିୟାସର ଓ ନୂନର ପୁତ୍ର ଯିହୋଶୂୟ।

Gade chapit la Kopi




ଗଣନା ପୁସ୍ତକ 34:17
10 Referans Kwoze  

କିଣାନ ଦେଶରେ ଇସ୍ରାଏଲ ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,


ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ।


ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ।


ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।


ତୁମ୍ଭର ପରିଚାରକ ନୂନର ପୁତ୍ର ଯିହୋଶୂୟ ସେହି ସ୍ଥାନରେ ପ୍ରବେଶ କରିବ ତୁମ୍ଭେ ତାହାକୁ ସାହସ ଦିଅ ଯେହେତୁ ସେ ଇସ୍ରାଏଲକୁ ତାହା ଅଧିକାର କରାଇବ।


ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ଦେଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ ସନ୍ତାନଗଣର ପ୍ରଧାନ ଥିଲେ।


Swiv nou:

Piblisite


Piblisite