Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:18 - ଓଡିଆ ବାଇବେଲ

18 ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।

Gade chapit la Kopi

ପବିତ୍ର ବାଇବଲ

18 ପୁଣି ତୁମ୍ଭେମାନେ ଦେଶ ଭାଗ କରିବା ନିମନ୍ତେ ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ ଜଣେ ନେତୃବର୍ଗ ବାଛିବ।

Gade chapit la Kopi




ଗଣନା ପୁସ୍ତକ 34:18
6 Referans Kwoze  

“ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।


ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।


ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ।


Swiv nou:

Piblisite


Piblisite