ଗଣନା ପୁସ୍ତକ 35:2 - ଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ। Gade chapit laପବିତ୍ର ବାଇବଲ2 “ଇସ୍ରାଏଲର ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ଆପଣା ଆପଣା ଅଧିକୃତ ଭାଗରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ। ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନ ଓ ସେ ସବୁର ଚତୁର୍ଦ୍ଦିଗସ୍ଥ ଗ୍ଭରଣଭୂମି ଦେବ। Gade chapit la |
ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ।