Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 35:3 - ଓଡିଆ ବାଇବେଲ

3 ତହିଁରେ ସେହିସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ସେହିସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି ତହିଁର ତଳିଭୂମିସବୁ ସେମାନଙ୍କ ପଶୁ ଓ ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ସେହି ସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।

Gade chapit la Kopi

ପବିତ୍ର ବାଇବଲ

3 ଲେବୀୟମାନେ ଏହି ନଗରଗୁଡ଼ିକ ଅଧିକାର କରିବେ ଓ ସେଠାରେ ବାସ କରିବେ ଏବଂ ସେମାନଙ୍କର ପଶୁଗୁଡ଼ିକୁ ଗ୍ଭରଣଭୂମିରେ ଚରାଇବେ।

Gade chapit la Kopi




ଗଣନା ପୁସ୍ତକ 35:3
6 Referans Kwoze  

ତହିଁ ମଧ୍ୟରୁ ପାଞ୍ଚଶହ ନଳ ଦୀର୍ଘ, ପାଞ୍ଚଶହ ଦଣ୍ଡ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ।


କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ୍‍ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ।


ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।


“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।


ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ।


ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗରଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,


Swiv nou:

Piblisite


Piblisite