Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 36:12 - ଓଡିଆ ବାଇବେଲ

12 ଯୋଷେଫଙ୍କର ପୁତ୍ର ମନଃଶି-ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯୋଷେଫଙ୍କର ପୁତ୍ର ମନଃଶି-ସନ୍ତାନଗଣର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯୋଷେଫଙ୍କର ପୁତ୍ର ମନଃଶି ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା।

Gade chapit la Kopi

ପବିତ୍ର ବାଇବଲ

12 ମନଃଶି ପରିବାରବର୍ଗ ମଧ୍ୟରେ ସେମାନେ ବିବାହ କଲେ। ତେଣୁ ସେମାନଙ୍କର ଭୂମି ଅଧିକାର ସେମାନଙ୍କ ପିତୃ ସମ୍ବନ୍ଧୀୟ ପରିବାର ମଧ୍ୟରେ ରହିଲା।

Gade chapit la Kopi




ଗଣନା ପୁସ୍ତକ 36:12
4 Referans Kwoze  

ଅର୍ଥାତ୍‍, ମହଲା, ତିର୍ସା, ହଗ୍‍ଲା, ମିଲ୍‍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ।


ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।


ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ।


ଏଉତ୍ତାରେ ଯୋଷେଫ-ସନ୍ତାନଗଣ ଯିହୋଶୂୟଙ୍କ ନିକଟକୁ ଆସି କହିଲେ, ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ ? ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆଶୀର୍ବାଦ କରିବାରୁ ଆମ୍ଭେ ତ ବହୁଗୋଷ୍ଠୀ ହୋଇଅଛୁ।


Swiv nou:

Piblisite


Piblisite