ଗଣନା ପୁସ୍ତକ 36:7 - ଓଡିଆ ବାଇବେଲ7 ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତାହା କଲେ ଇସ୍ରାଏଲ-ସନ୍ତାନଗଣର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ। Gade chapit laପବିତ୍ର ବାଇବଲ7 ଅଧିକାର ଗୋଟିଏ ପରିବାରବର୍ଗରୁ ଅନ୍ୟ ଗୋଟିଏ ପରିବାରବର୍ଗକୁ ଯିବା ଉଚିତ୍ ନୁହେଁ। ଇସ୍ରାଏଲର ପ୍ରତ୍ୟେକ ବ୍ୟକ୍ତି ସେମାନଙ୍କର ଭୂମିର ଅଧିକାର ନିଜ ନିଜ ପରିବାରବର୍ଗଙ୍କ ମଧ୍ୟରେ ରଖିବା ଉଚିତ୍। Gade chapit la |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର।