Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:14 - ଓଡିଆ ବାଇବେଲ

14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ ଓ କରଚୁଲି ଓ କୁଣ୍ତ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।

Gade chapit la Kopi

ପବିତ୍ର ବାଇବଲ

14 ଆଉ ତା'ଉପରେ ସେମାନେ ଅଙ୍ଗାରଧାନୀ, ତସଲା, କଣ୍ଟା କୋଦାଳ, ଗହୀରା ପାତ୍ର ପ୍ରଭୃତି ଯଜ୍ଞବେଦିରେ ସେବାର୍ଥକ ସମସ୍ତ ପାତ୍ର ରଖିବେ। ତହୁଁ ସେମାନେ ତା'ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଏବଂ କଡ଼ା ମଧ୍ୟରେ ସାଙ୍ଗୀ ଲଗାଇବେ।

Gade chapit la Kopi




ଗଣନା ପୁସ୍ତକ 4:14
7 Referans Kwoze  

ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;


ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।


ଓ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।


ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।


ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ।


Swiv nou:

Piblisite


Piblisite