Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:34 - ଓଡିଆ ବାଇବେଲ

34 ଏଥିଉତ୍ତାରେ ମୋଶା ଓ ହାରୋଣ ଓ ମଣ୍ଡଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଅନନ୍ତର ମୋଶା ଓ ହାରୋଣ ଓ ମଣ୍ତଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଏଥିଉତ୍ତାରେ ମୋଶା ଓ ହାରୋଣ ଓ ମଣ୍ଡଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ

Gade chapit la Kopi

ପବିତ୍ର ବାଇବଲ

34 ଅନନ୍ତର ମୋଶା, ହାରୋଣ ଓ ଇସ୍ରାଏଲର ନେତାଗଣ କହାତୀୟ ଲୋକମାନଙ୍କୁ ସେମାନଙ୍କର ପରିବାର ଓ ପିତୃଗୃହ ଅନୁସାରେ ଗଣନା କଲେ,

Gade chapit la Kopi




ଗଣନା ପୁସ୍ତକ 4:34
5 Referans Kwoze  

ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।


ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।


ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।


ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।


ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି, କୋଡ଼ିଏ ବର୍ଷ ଓ ତହିଁରୁ ଉର୍ଦ୍ଧ୍ୱ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ।


Swiv nou:

Piblisite


Piblisite