Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:37 - ଓଡିଆ ବାଇବେଲ

37 ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ଵୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।

Gade chapit la Kopi

ପବିତ୍ର ବାଇବଲ

37 ଏହିମାନେ କହାତୀୟ ବଂଶର ଲୋକ ଯେଉଁମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟରେ ନିଯୁକ୍ତି ହେଲେ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଓ ହାରୋଣ ସେମାନଙ୍କୁ ଗଣନା କଲେ।

Gade chapit la Kopi




ଗଣନା ପୁସ୍ତକ 4:37
7 Referans Kwoze  

ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।


ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ;


ପୁଣି, ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,


ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ।


ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।


ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,


ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।


Swiv nou:

Piblisite


Piblisite