Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:38 - ଓଡିଆ ବାଇବେଲ

38 ପୁଣି, ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ପୁଣି ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ପୁଣି, ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,

Gade chapit la Kopi

ପବିତ୍ର ବାଇବଲ

38 ଆଉ ମଧ୍ୟ ଗେର୍ଶୋନ ବଂଶ ସନ୍ତାନଗଣର ଆପଣା ଆପଣା ପିତୃଗୃହ ଓ ବଂଶ ଅନୁସାରେ ଗଣା ହେଲେ।

Gade chapit la Kopi




ଗଣନା ପୁସ୍ତକ 4:38
4 Referans Kwoze  

ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।


ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,


ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚଶହ ହେଲା।


ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;


Swiv nou:

Piblisite


Piblisite