Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:44 - ଓଡିଆ ବାଇବେଲ

44 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା’ନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ।

Gade chapit la Kopi

ପବିତ୍ର ବାଇବଲ

44 ସେମାନେ ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣା ଯିବାରୁ ସେମାନଙ୍କ ସଂଖ୍ୟା 3,200 ହେଲା।

Gade chapit la Kopi




ଗଣନା ପୁସ୍ତକ 4:44
7 Referans Kwoze  

ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ୱର ବିଶ୍ୱାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ ।


ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”


ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।


ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,


ଏମାନେ ମରାରି ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।


Swiv nou:

Piblisite


Piblisite