Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:48 - ଓଡିଆ ବାଇବେଲ

48 ସେମାନେ ଗଣାଯା’ନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ସେମାନେ ଗଣାଯାʼନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ସେମାନେ ଗଣାଯାʼନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ।

Gade chapit la Kopi

ପବିତ୍ର ବାଇବଲ

48 ସେମାନଙ୍କ ସଂଖ୍ୟା 8,580 ହେଲା।

Gade chapit la Kopi




ଗଣନା ପୁସ୍ତକ 4:48
6 Referans Kwoze  

ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ।


ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ ।


ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ ।


ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ ।


ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,


ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶ ହଜାର ହେଲେ।


Swiv nou:

Piblisite


Piblisite