Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:12 - ଓଡିଆ ବାଇବେଲ

12 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯେବେ ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,

Gade chapit la Kopi

ପବିତ୍ର ବାଇବଲ

12 “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ କୁହ, କୌଣସି ମନୁଷ୍ୟର ସ୍ତ୍ରୀ ଯେବେ ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ ଲଘଂନ କରେ,

Gade chapit la Kopi




ଗଣନା ପୁସ୍ତକ 5:12
6 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,


କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଅବିଶ୍ୱସ୍ତ ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ।


ତୁମ୍ଭେ ବ୍ୟଭିଚାର କରିବ ନାହିଁ।


Swiv nou:

Piblisite


Piblisite