Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:16 - ଓଡିଆ ବାଇବେଲ

16 ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏଉତ୍ତାରେ ଯାଜକ ସେହି ସ୍ତ୍ରୀକି ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।

Gade chapit la Kopi

ପବିତ୍ର ବାଇବଲ

16 “ତା'ପରେ ଯାଜକ ସେ ସ୍ତ୍ରୀଲୋକକୁ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା କରାଇବ।

Gade chapit la Kopi




ଗଣନା ପୁସ୍ତକ 5:16
6 Referans Kwoze  

ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ ।


ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।


ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।


ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ।


ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।


Swiv nou:

Piblisite


Piblisite