Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:17 - ଓଡିଆ ବାଇବେଲ

17 ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଯାଜକ ମୃତ୍ତିକାପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।

Gade chapit la Kopi

ପବିତ୍ର ବାଇବଲ

17 ଯାଜକ ଗୋଟିଏ ମାଟି ପାତ୍ରରେ ପବିତ୍ର ଜଳ ନେବ ଓ କିଛି ଧୂଳି ପବିତ୍ର ତମ୍ବୁର ଚଟାଣରୁ ନେଇ ପାଣିରେ ପକାଇବ।

Gade chapit la Kopi




ଗଣନା ପୁସ୍ତକ 5:17
9 Referans Kwoze  

“ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।


ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥି ନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ । କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ ।


ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ ।


ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ।


ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝରସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।


ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚୈଃସ୍ୱରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ।


ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।


ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍‍ ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।


Swiv nou:

Piblisite


Piblisite