Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:19 - ଓଡିଆ ବାଇବେଲ

19 ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ ଯାଜକ ସେହି ସ୍ତ୍ରୀକି ଶପଥ କରାଇ କହିବ, ଯେବେ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ଵାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ।

Gade chapit la Kopi

ପବିତ୍ର ବାଇବଲ

19 “ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ‘ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ଶରୀର ମିଳନ ନ ଥାଏ, ତୁମ୍ଭେ ଯେତେବେଳେ ତୁମ୍ଭ ସ୍ୱାମୀକୁ ବିବାହ କରିଥିଲ, ତେବେ ଏହି ଶାପଯୁକ୍ତ ତିକ୍ତ ଜଳ ତୁମ୍ଭ ଉପରେ କୌଣସି ପ୍ରଭାବ ପକାଇବ ନାହିଁ।

Gade chapit la Kopi




ଗଣନା ପୁସ୍ତକ 5:19
5 Referans Kwoze  

ସ୍ୱାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ୱାମୀ ସହିତ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଆବଦ୍ଧ ଥାଏ, କିନ୍ତୁ ସ୍ୱାମୀ ମରିଗଲେ ସ୍ତ୍ରୀ ସ୍ୱାମୀର ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ ହୁଏ ।


“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,


କିନ୍ତୁ ଯୀଶୁ ମୌନ ହୋଇ ରହିଲେ । ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ?


ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍‍ ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।


ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।


Swiv nou:

Piblisite


Piblisite