Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:30 - ଓଡିଆ ବାଇବେଲ

30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ଵଳିଲେ, ସେ ସେହି ସ୍ତ୍ରୀକି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ।

Gade chapit la Kopi

ପବିତ୍ର ବାଇବଲ

30 ଯଦି ଜଣେ ମନୁଷ୍ୟ ଏହି ବିଷୟରେ ତା'ର ସ୍ତ୍ରୀକୁ ସନ୍ଦେହ କରେ, ସେ ସେହି ସ୍ତ୍ରୀ କି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ।

Gade chapit la Kopi




ଗଣନା ପୁସ୍ତକ 5:30
3 Referans Kwoze  

ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,


ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବୋହିବ।


ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;


Swiv nou:

Piblisite


Piblisite