Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:31 - ଓଡିଆ ବାଇବେଲ

31 ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବୋହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବୋହିବ।”

Gade chapit la Kopi

ପବିତ୍ର ବାଇବଲ

31 ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେ ସ୍ତ୍ରୀ ଅପରାଧ ବହନ କରିବ।”

Gade chapit la Kopi




ଗଣନା ପୁସ୍ତକ 5:31
8 Referans Kwoze  

ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।


ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।


ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ।


ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ;


ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite