Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:10 - ଓଡିଆ ବାଇବେଲ

10 ପୁଣି, ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ଵୁ ଦ୍ଵାରରେ ଯାଜକ ନିକଟକୁ ଆଣିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।

Gade chapit la Kopi

ପବିତ୍ର ବାଇବଲ

10 ପୁଣି ଅଷ୍ଟମ ଦିନରେ ନାସରୀୟ ଦୁଇଟି କପୋତ କିମ୍ବା ପାରା ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।

Gade chapit la Kopi




ଗଣନା ପୁସ୍ତକ 6:10
11 Referans Kwoze  

ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।


ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।


ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମ ବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।


ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ ।


ଅର୍ଥାତ୍‍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।


ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।


ଯାଜକ ଶୁଚି ହେଲା ଉତ୍ତାରେ ତାହା ପାଇଁ ସାତ ଦିନ ଗଣିତ ହେବ।


Swiv nou:

Piblisite


Piblisite