Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:21 - ଓଡିଆ ବାଇବେଲ

21 ନାସରୀୟ ବ୍ରତଧାରୀ ଲୋକ ଯାହା ଦେବାକୁ ସକ୍ଷମ, ତାହା ବ୍ୟତୀତ ଓ ତାହାର ପୃଥକ୍ ରହିବା ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ-ଦାନର ବ୍ୟବସ୍ଥା ଏହି; ସେ ଯେରୂପ ବ୍ରତ କରେ, ପୃଥକ୍ ରହିବା ବ୍ୟବସ୍ଥାନୁସାରେ ତାହା ତାହାକୁ କରିବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ନାସରୀୟ ବ୍ରତଧାରୀ ଲୋକ ଯାହା ଦେବାକୁ ସକ୍ଷମ, ତାହା ଛଡ଼ା ତାହାର ଓ ତାହାର ପୃଥକ ରହିବା ହେତୁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ-ଦାନର ବ୍ୟବସ୍ଥା ଏହି; ସେ ଯେରୂପ ବ୍ରତ କରେ, ପୃଥକ ରହିବା ବ୍ୟବସ୍ଥାନୁସାରେ ତାହା ତାହାକୁ କରିବାକୁ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ନାସରୀୟ ବ୍ରତଧାରୀ ଲୋକ ଯାହା ଦେବାକୁ ସକ୍ଷମ, ତାହା ବ୍ୟତୀତ ଓ ତାହାର ପୃଥକ ରହିବା ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ-ଦାନର ବ୍ୟବସ୍ଥା ଏହି; ସେ ଯେରୂପ ବ୍ରତ କରେ, ପୃଥକ ରହିବା ବ୍ୟବସ୍ଥାନୁସାରେ ତାହା ତାହାକୁ କରିବାକୁ ହେବ।”

Gade chapit la Kopi

ପବିତ୍ର ବାଇବଲ

21 “ଏହି ହେଉଛି ବ୍ୟବସ୍ଥା, ଯେଉଁ ଲୋକ ବିଶେଷ ନାସରୀୟ ବ୍ରତ କରେ। ସେ ଏହି ନୈବେଦ୍ୟ ଆଣିବ, ଏତଦ୍ ବ୍ୟତିତ ଯଦି ସେ ଅନ୍ୟକିଛି ନେଇପାରିବ, ସେ ନିଶ୍ଚୟ ଯାହା ପ୍ରତିଜ୍ଞା କରିଛି ତାହା କରିବ।”

Gade chapit la Kopi




ଗଣନା ପୁସ୍ତକ 6:21
7 Referans Kwoze  

ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ୱରଙ୍କର ପରମ ସନ୍ତୋଷ ।


କିନ୍ତୁ ଯେ ଈଶ୍ୱରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ ।


ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍‌ମା ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ।


ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,


“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ,


ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite