Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:18 - ଓଡିଆ ବାଇବେଲ

18 ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଦ୍ଵିତୀୟ ଦିନ ଈଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,

Gade chapit la Kopi




ଗଣନା ପୁସ୍ତକ 7:18
4 Referans Kwoze  

ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।


ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ;


ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।


ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍‍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;


Swiv nou:

Piblisite


Piblisite