Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:27 - ଓଡିଆ ବାଇବେଲ

27 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ହୋମ ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;

Gade chapit la Kopi




ଗଣନା ପୁସ୍ତକ 7:27
10 Referans Kwoze  

ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।


କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;’


ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ ?” “ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।


କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି ।


ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ ।


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,


ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।


Swiv nou:

Piblisite


Piblisite