Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:39 - ଓଡିଆ ବାଇବେଲ

39 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ହୋମ ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;

Gade chapit la Kopi




ଗଣନା ପୁସ୍ତକ 7:39
7 Referans Kwoze  

ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା ।


ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ ।


ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ, ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ ।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି ।


ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,


Swiv nou:

Piblisite


Piblisite