Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:5 - ଓଡିଆ ବାଇବେଲ

5 “ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହା ସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହା ସବୁ ସମାଗମ-ତମ୍ଵୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟ-ମାନଙ୍କୁ ତାହାସବୁ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 “ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହାସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ।”

Gade chapit la Kopi

ପବିତ୍ର ବାଇବଲ

5 “ସେମାନେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ-ତମ୍ବୁର ସେବା ନିମନ୍ତେ ଅଛନ୍ତି। ଏହା ଲେବୀୟମାନଙ୍କୁ ଦିଅ ସେମାନଙ୍କର କାର୍ଯ୍ୟ ଅନୁସାରେ।”

Gade chapit la Kopi




ଗଣନା ପୁସ୍ତକ 7:5
9 Referans Kwoze  

ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ୱରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା । ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,


ତହୁଁ ମୋଶା ସେହି ଶଗଡ଼ ଓ ଗୋରୁ ନେଇ ଲେବୀୟମାନଙ୍କୁ ଦେଲେ।


Swiv nou:

Piblisite


Piblisite