Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:88 - ଓଡିଆ ବାଇବେଲ

88 ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

88 ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ ଓ ଷାଠିଏ ମେଷ ଓ ଷାଠିଏ ଛାଗ ଓ ଏକବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

88 ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକ ବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର।

Gade chapit la Kopi

ପବିତ୍ର ବାଇବଲ

88 ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକବର୍ଷୀୟ ଷାଠିଏ ମେଷବତ୍ସ ଅଧିପତିମାନେ ଉପହାର ଦେଲେ, ମୋଶା ଯଜ୍ଞବେଦିକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା।

Gade chapit la Kopi




ଗଣନା ପୁସ୍ତକ 7:88
5 Referans Kwoze  

ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍‍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।


ଏଥିଉତ୍ତାରେ ଯେଉଁଦିନ ମୋଶା ଆବାସ-ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;


ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା; ରୂପାର ଦ୍ୱାଦଶ ଥାଳୀ, ରୂପାର ଦ୍ୱାଦଶ କୁଣ୍ଡ ଓ ସ୍ୱର୍ଣ୍ଣର ଦ୍ୱାଦଶ ଚାମଚ;


ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍‍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,


ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ-ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ;


Swiv nou:

Piblisite


Piblisite