Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:9 - ଓଡିଆ ବାଇବେଲ

9 ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ଵୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଏକତ୍ର କରିବଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ।

Gade chapit la Kopi

ପବିତ୍ର ବାଇବଲ

9 ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ। ତା'ପରେ ସମସ୍ତ ଇସ୍ରାଏଲ ସନ୍ତାନଗଣ ମଣ୍ତଳୀକି ଏକତ୍ର କରିବ।

Gade chapit la Kopi




ଗଣନା ପୁସ୍ତକ 8:9
4 Referans Kwoze  

ପୁଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।”


ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।


ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।


Swiv nou:

Piblisite


Piblisite