Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:12 - ଓଡିଆ ବାଇବେଲ

12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ।

Gade chapit la Kopi

ପବିତ୍ର ବାଇବଲ

12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ। ସେମାନେ ମେଷ ବତ୍ସର କୌଣସି ହାଡ଼ ଭାଙ୍ଗିବେ ନାହିଁ, ଆଉ ସେମାନେ ନିସ୍ତାରପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ।

Gade chapit la Kopi




ଗଣନା ପୁସ୍ତକ 9:12
7 Referans Kwoze  

କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ ।


ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇ ଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ।


ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍‍ କରିବ।


ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।


ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।”


ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।


କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।


Swiv nou:

Piblisite


Piblisite