Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:16 - ଓଡିଆ ବାଇବେଲ

16 ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନିତୁଲ୍ୟ ଦେଖାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି ରାତ୍ରରେ ଅଗ୍ନିତୁଲ୍ୟ ଦେଖାଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନି ତୁଲ୍ୟ ଦେଖାଗଲା।

Gade chapit la Kopi

ପବିତ୍ର ବାଇବଲ

16 ଏହା ସବୁ ସମୟରେ ଘଟେ। ମେଘ ପବିତ୍ର ତମ୍ବୁକୁ ଆଚ୍ଛାଦନ କଲା ଏବଂ ରାତିରେ ଏହା ଅଗ୍ନିତୁଲ୍ୟ ଦେଖାଗଲା।

Gade chapit la Kopi




ଗଣନା ପୁସ୍ତକ 9:16
13 Referans Kwoze  

ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।


ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ୱରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,


ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି ।


କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃପୁରୁଷ ସମସ୍ତେ ମେଘ ତଳେ ଥିଲେ,


ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରି ରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।


ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।


ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ।


ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।


କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।


ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।


Swiv nou:

Piblisite


Piblisite