Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:3 - ଓଡିଆ ବାଇବେଲ

3 ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟାକାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।”

Gade chapit la Kopi

ପବିତ୍ର ବାଇବଲ

3 ଏହିମାସ ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ। ତହିଁର ସମସ୍ତ ବିଧି ଓ ଶାସନ ଅନୁସାରେ ତାହା ପାଳନ କରିବ।”

Gade chapit la Kopi




ଗଣନା ପୁସ୍ତକ 9:3
10 Referans Kwoze  

ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି ।


ଏଉତ୍ତାରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ।


କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ।


ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।


“ଇସ୍ରାଏଲ ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;


ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।


ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ।


ଏଥିଉତ୍ତାରେ ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,


Swiv nou:

Piblisite


Piblisite