ଫିଲିପୀୟ 2:21 - ଓଡିଆ ବାଇବେଲ21 ଯେଣୁ ସମସ୍ତେ ଯୀଶୁଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି । Gade chapit laପବିତ୍ର ବାଇବଲ (Re-edited) - (BSI)21 ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ଵାର୍ଥ ଚେଷ୍ଟା କରନ୍ତି। Gade chapit laପବିତ୍ର ବାଇବଲ (CL) NT (BSI)21 ଅନ୍ୟ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ମନୋଯୋଗୀ ନ ହୋଇ କେବଳ ନିଜର ସ୍ୱାର୍ଥସିଦ୍ଧି ପାଇଁ ଲାଳାୟିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି। Gade chapit laପବିତ୍ର ବାଇବଲ21 ସେ ପ୍ରକୃତରେ ତୁମ୍ଭ ପାଇଁ ମନୋଯୋଗୀ। ଅନ୍ୟ ଲୋକମାନେ କେବଳ ତାଙ୍କ ନିଜ ଜୀବନ ବିଷୟରେ ଆଗ୍ରହୀ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ସେମାନେ ଆଗ୍ରହୀ ନୁହନ୍ତି। Gade chapit la |