ଫିଲିପୀୟ 4:22 - ଓଡିଆ ବାଇବେଲ22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । Gade chapit laପବିତ୍ର ବାଇବଲ (Re-edited) - (BSI)22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। Gade chapit laପବିତ୍ର ବାଇବଲ (CL) NT (BSI)22 ଏଠାରେ ଥିବା ଈଶ୍ୱରଙ୍କ ଲୋକମାନେ, ବିଶେଷରେ ସମ୍ରାଟଙ୍କ ପ୍ରାସାଦରେ ଥିବା ସାଧୁମାନେ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାଉଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। Gade chapit laପବିତ୍ର ବାଇବଲ22 ପରମେଶ୍ୱରଙ୍କ ସମସ୍ତ ଲୋକ ଓ ବିଶେଷ ଭାବରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେହି ବିଶ୍ୱାସୀମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଇଛନ୍ତି। Gade chapit la |